ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ନେଇ ବୈଠକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ସମ୍ପର୍କରେ ଏକ ବୈଠକ ଗଜପତି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ…