ରୁପ୍ ନାରାୟଣ ସୁନକର, ପୂର୍ବ ତଟ ରେଳପଥର ନୂତନ ମହାପ୍ରବନ୍ଧକ |
ଭୁବନେଶ୍ୱର: 1985 ବ୍ୟାଚ୍ ର ଭାରତୀୟ ରେଳ ଇଞ୍ଜିନିୟରିଂ ସେବା (ଆଇଆରଏସ୍ଇ) ର ଅଧିକାରୀ ଶ୍ରୀ ରୁପ ନାରାୟଣ ସୁନକର ସୋମବାର ଦିନ ମହାପ୍ରବନ୍ଧକ ଭାବରେ ପୂର୍ବ ତଟ ରେଳପଥରେ ଯୋଗ ଦେଇଛନ୍ତି | ଏହା ପୂର୍ବରୁ ଶ୍ରୀ ସୁନକର ବିଲାସପୁରରେ ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳବାଇ (SECR) ର ମୁଖ୍ୟ…