“ଓଡ଼ିଶା ମୋ ପରିବାର”ର ରାଜ୍ୟ ସଂଯୋଜକ ହେଲେ ମିହିର ରାୟ
ଭୁବନେଶ୍ଵର, ୫/୮: ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଯୁବ ସମାଜସେବୀ ମିହିର ରାୟଙ୍କୁ "ଓଡ଼ିଶା ମୋ ପରିବାର"ର ନୂତନ ରାଜ୍ୟ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ "ଓଡ଼ିଶା ମୋ ପରିବାର"ର ଆବାହକ ଅରୂପ ପଟ୍ଟନାୟକ ଶ୍ରୀ…