ଶିଶୁ ମନ୍ଦିରରେ କଣ୍ଢେଇ ମେଳା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ମେଳା ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିରର ଶିଶୁ ବାଟିକା ପ୍ରମୁଖ ପ୍ରତିମା ସାହୁ ଓ ବିନତି ବାଡ଼ତ୍ୟାଙ୍କ ସଂଯୋଜନାରେ ଏହି ମେଳା ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ…