କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ପିଜିଆଇ ରିପୋର୍ଟ ୨୦୨୦-୨୧ : ଶ୍ରେଷ୍ଠ ୧୦ରାଜ୍ୟ ମଧ୍ୟରେ ଓଡ଼ିଶା
ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଣିଛି ବୈପ୍ଳବିକ ପରିବର୍ତ୍ତନ
ଭୁବନେଶ୍ୱର, :କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ବିଦ୍ୟାଳୟ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ପର୍ଫମାନ୍ସ ଗ୍ରେଡିଂ ଇନଡେକ୍ସ(ପିଜିଆଇ) ୨୦୨୦-୨୧ ରିପୋର୍ଟରେ ଶ୍ରେଷ୍ଠ ୧୦ ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା । ଗୁଣାତ୍ମକ ଶିକ୍ଷା,…