ପ୍ରଫେସର ଘନଶ୍ୟାମ ଦାଶ ସ୍କଲାରସିପ୍ ୨୦୨୬-୨୭ ପାଇଁ ଆବେଦନ ଆହ୍ୱାନ
ଭୁବନେଶ୍ୱର, ୨୧ ସେପ୍ଟେମ୍ବର ୨୦୨୬: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍ ) ପକ୍ଷରୁ ପ୍ରଫେସର ଘନଶ୍ୟାମ ଦାଶ ସ୍କଲାରସିପ୍ ଫର୍ ହାୟର ଏଡ୍ୟୁକେସନ୍ (ପିଜିଡିଏସ) ର ୨୨ତମ ସଂସ୍କରଣ, ୨୦୨୬-୨୭ ପାଇଁ ଆବେଦନ ଆହ୍ୱାନ କରାଯାଇଛି। ଏହି ସ୍କଲାରସିପ୍ ଇଞ୍ଜିନିୟରିଂ, ମେଡିସିନ୍, ଏସ ଟି!-->…