ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚକାଟ: ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ ନିର୍ଦ୍ଦେଶାବଳୀ
ଭୁବନେଶ୍ୱର, ୨୧ ମେ ୨୦୨୬: ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ଦେଶରେ ପେଟ୍ରୋଲ ଡିଜେଲ ଖର୍ଚ୍ଚକାଟ ପାଇଁ ପ୍ରଧାନମନ୍ତ୍ରୀ ନିକଟରେ ନିବେଦନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ମୁଖ୍ୟମନ୍ତ୍ରୀ ତାଙ୍କ କାର୍କେଡ୍’ର ଗାଡ଼ିସଂଖ୍ୟା ଅଧା କରିଥିବା ବେଳେ ପେଟ୍ରୋଲ ଓ ଡିଜେଲ…