ଯୁବ ସାମ୍ବାଦିକ ଙ୍କ ମୃତ୍ୟୁ ରେ ଉତ୍କଳ ସାମ୍ବାଦିକ ସଂଘର ଶ୍ରଦ୍ଧାଞ୍ଜଳି ଓ ସହାୟତା ଦାବି
ଭଞ୍ଜନଗର : ଖବର ସଂଗ୍ରହ କରିବାକୁ ସାଥୀ ସାମ୍ବାଦିକ ଙ୍କ ସହ ଯାଉଥିବା ବେଳେ କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ସମ୍ବେପଦର ଠାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଜଣା ବୋଲେରୋ ଧକ୍କାରେ ଫୁଲବାଣୀ ଅଞ୍ଚଳର ଯୁବ ସାମ୍ବାଦିକ ବିକାଶ ମିଶ୍ର ଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ସାଥୀ…