ଟିକିରିରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ
କାଶୀପୁର /ଟିକିରି ରୁ ବୈକୁଣ୍ଠ ଦୁରିଆ: ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ବିଜେଡି ପକ୍ଷରୁ ଟିକିରିରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଜନଜାତି କଲ୍ୟାଣ ସଂଖ୍ୟାଲଘୁ ଏବଂ ପଛୁଆବର୍ଗ ଉନ୍ନୟନ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା,ରାୟଗଡା…