ଭକ୍ତି ପୁଷ୍ପାଞ୍ଜଳି ଭଜନ ସନ୍ଧ୍ୟା ଆୟୋଜିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କଳା ସଂସ୍କୃତିର ସହର ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ନିକଟରେ କାର୍ତ୍ତିକ ମାସ ଉପଲକ୍ଷେ ଭକ୍ତି ପୁଷ୍ପାଞ୍ଜଳି ଏକ ଭଜନ ସନ୍ଧ୍ୟା ଆୟୋଜିତ ହୋଇଯାଇଛି। ଏଥିରେ ଆୟୋଜକ ଅନୁଷ୍ଠାନର ସଭାପତି ହରି ମୋହନ ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି…