ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳନ
ଜଗତସିଂହପୁର/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଆଦିକବି ସାରଳା ଦାସ ସଂସ୍କୃତି ଭଵନ ପରିସରରେ ପାଳିତ ହୋଇଯାଇଅଛି l ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ସରକାରୀ ମୁଖ୍ୟ ସଚେତକ ତଥା…