ପଞ୍ଚାୟତ ସଭ୍ୟ ସଭ୍ୟା ମାନଙ୍କ ନିମନ୍ତେ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ l
(ନିଶ୍ଚିନ୍ତକୋଇଲି-ଦେବେନ୍ଦ୍ର ଷଡ଼ଙ୍ଗୀ)- ନିଶ୍ଚିନ୍ତକୋଇଲି ପଞ୍ଚାୟତ ସମିତି ସଭ୍ୟ ସଭ୍ୟା ଙ୍କ ନିମନ୍ତେ ଏକ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ନେମାଳ ଅଚ୍ୟୁତାନନ୍ଦ ପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ପରିଷଦ କଟକ ଏବଂ ରାଜ୍ୟ ଗ୍ରାମ୍ୟ ଉନ୍ନୟନ,ପଞ୍ଚାୟତ୍ତିରାଜ, ପାନୀୟଜଳ…