ସମ୍ମମ୍ରେ ମୃତ ବ୍ୟକ୍ତିଙ୍କ ଅଂଗ ପ୍ରତ୍ୟାରୋପଣ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର : ମୃତ ବ୍ୟକ୍ତିଙ୍କ ଶରୀରରୁ ଅଂଗ ପ୍ରତ୍ୟାରୋପଣ ନେଇ ପ୍ରସ୍ତୁତ କରାଯାଇଥିବା ନିୟମାବଳୀ ଉପରେ ସଚେତନତା ସୃଷ୍ଟି କରିବା ନିମନ୍ତେ ସମ୍ ଅଲ୍ଟିମେଟ୍ ମେଡିକେୟାର ପକ୍ଷରୁ ଗତ ଶୁକ୍ରବାର ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଶିକ୍ଷା ଓ ପ୍ରଶିକ୍ଷଣ…