ଏନ୍ଆଇଆର୍ଏଫ୍ ରାଙ୍କିଙ୍ଗ: ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୨୦ତମ ସ୍ଥାନରେ କିଟ୍
ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁସନାଲ୍ ରାଙ୍କିଙ୍ଗ ଫ୍ରେମ୍ ୱାର୍କ (ଏନ୍ଆଇଆର୍ଏଫ୍)ର ରାଙ୍କିଙ୍ଗ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ…