ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଙ୍କ ନାମରେ ଟଙ୍କା ଆତ୍ମସାତ ଅଭିଯୋଗ ଆଣିଲେ ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ ।

ପଦ୍ମପୁର(ଶାସକପ୍ରଶାସକ)- ବିଦ୍ୟାଳୟ ଗୁଡିକୁ ସୁନ୍ଦର ଓ ସ୍ବାସ୍ଥ୍ୟକର ପରିବେଶ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ସ୍ଥାନରେ ଏହି ଉନ୍ନୟନ ମୂଳକ କାର୍ଯ୍ୟର ଟଙ୍କା ମଧ୍ୟ ହଡ଼ପ ହେଉଥିବା ଖବର ସାମନାକୁ ଆସିଛି । ଏଭଲି…

ଜମି ଅଧିଗ୍ରହଣ ପ୍ରାପ୍ୟ ପାଇଁ ଧାରଣା

ଭଦ୍ରକ: (ସତ୍ୟବ୍ରତ ନାୟକ, ବ୍ଲକ ପ୍ରତିନିଧି) ମଙ୍ଗଳବାର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମୁଖ ରେ ଚାନ୍ଦବାଲି ବ୍ଲକ ଶାଶୁ ଭୂଆସୁଣୀ ଗ୍ରାମ ର କିଛି ଗ୍ରାମବାସୀ ଧାରଣା ରେ ବସିଥିଲେ, 2020 ଗ୍ୟାସ ପାଇପ ଲାଇନ ପାଈଁ ଅଧିଗ୍ରହଣ ହୋଇଥିବା ଜମି ହିତାଧିକାରୀ ମାନଙ୍କୁ ଉପଯୁକ୍ତ ପ୍ରାପ୍ୟ…

ସାମାନ୍ୟ ବର୍ଷାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ସାଜିଲା କୃତ୍ରିମ ଜଳାଶୟ

ଭଦ୍ରକ (ସତ୍ୟବ୍ରତ ନାୟକ, ବ୍ଲକ ପ୍ରତିନିଧି): ସାମାନ୍ୟ ବର୍ଷାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଦେଖିବାକୁ ମିଳିଛି କୃତିମ ଜଳାଶୟ। ୪ଗୋଟି ଜିଲ୍ଲାରେ ଏକମାତ୍ର ଭରସା ଯୋଗ୍ୟ ସରକାରୀ ମେଡିକାଲ ହେଉଛି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ। ତେବେ ଏଠି ରୋଗୀ ପହଁଚିଲା ପରେ ନାହିଁ ନଥିବା…

ରୁଚିକା ମହାନ୍ତି ଆତ୍ମହତ୍ୟା ପରେ ଛାତ୍ରୀ ସୁରକ୍ଷାରେ ବିଫଳ ରାଜ୍ୟ ସରକାରଙ୍କୁ ରାଜରାସ୍ତାରେ ଘେରିଲା ଏବିଭିପି

ଭଦ୍ରକ,(ସତ୍ୟବ୍ରତ ନାୟକ, ବ୍ଲକ ପ୍ରତିନିଧି): ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଭଦ୍ରକ ନଗର ତରଫରୁ ଆଜି ବିଜେବି ମହାବିଦ୍ୟାଳୟର ଛାତ୍ରୀ ରୁଚିକା ମହାନ୍ତିର ଆତ୍ମହତ୍ୟାରେ ସଂପୃକ୍ତ ଦୋଷୀ ମାନଙ୍କୁ ତୁରନ୍ତ ଚିହ୍ନଟ କରି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ପୁଣି ଓଡିଶା ଏକନମ୍ବର : ଷ୍ଟେଟ ରାଙ୍କିଙ୍ଗ ଇଣ୍ଡେକ୍ସ ଏନଏଫଏସଏରେ ପ୍ରଥମ ସ୍ଥାନରେ ଓଡିଶା

ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀତାରେ ଓଡିଶା ସବା ଆଗରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଯୋଗୁ ଏହା ସମ୍ଭବ ହୋଇପାରିଛି : ଖାଦ୍ୟ-ଯୋଗାଣ ମନ୍ତ୍ରୀ ଭୁବନେଶ୍ୱର : ପୁଣି ଓଡିଶାକୁ ମିଳିଛି ଆଉ ଏକ ସଫଳତା | 'ଏକ ସଶକ୍ତ ଖାଦ୍ୟ ସୁରକ୍ଷା ପ୍ରଣାଳୀ ସୃଷ୍ଟି କରିବା ତଥା…

ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ରଖିବାକୁ କଥାଦେଲେ ମକରନ୍ଦ

https://youtu.be/JIq4W6ya48w ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାୟଗଡା ବିଧାୟକ ମକରନ୍ଦ ମୁଦୁଲି ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପଦ ପାଇଁ ସମର୍ଥନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ଭୁବନେଶ୍ୱର : ରାୟଗଡା ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି ଆଜି ନବୀନ…

ଲଘୁଚାପ ଯୋଗୁଁ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ୱର: ଉତର ଓଡ଼ିଶା ଏବଂ ଏହାର ସଂଲଗ୍ନ ଅଂଚଳରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ମଧ୍ୟପ୍ରଦେଶ ମୁହାଁ ହୋଇଥିବା ଯୋଗୁଁ ସାରା ଓଡ଼ିଶାରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଷୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର…

ସମ୍ମମ୍‌କୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍ ସମ୍ମାନ ପ୍ରଦାନ

ଭୁବନେଶ୍ୱର: ୱାନ୍‌-ଷ୍ଟପ୍‌, ନେକ୍ସଟ ଜେନେରେସନ୍ ମଲ୍ଟିସ୍ପେଶିଆଲଟି କ୍ୱାର୍ଟରନାରି କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ ମେଡିକେୟାରକୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍ ଭାବେ ସମ୍ମାନିତ କରାଯାଇଛି ।ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ୍ ଜୁନିୟର ଡକ୍ଟର୍ସ ନେଟୱର୍କ ଓଡ଼ିଶା ପକ୍ଷରୁ…

ଆନ୍ତଃ ବିଶ୍ୱବିଦ୍ୟାଳୟ ସଫ୍ଟ ବେସବଲ୍ ଟୁର୍ଣ୍ଣାମେଂଟରେ ଭାଗ ନେବାକୁ ରାଜସ୍ଥାନ ଅଭିମୁଖେ ସୋଆର ଖେଳାଳୀ ଟିମ୍‌

ଭୁବନେଶ୍ୱର: ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ସଫ୍ଟ ବେସ୍ ବଲ୍ ଟୁର୍ଣ୍ଣାମେଂଟରେ ଭାଗ ନେବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୪ ଜଣିଆ ଟିମ୍ ସୋମବାର ରାଜସ୍ଥାନ ଅଭିମୁଖେ ଗସ୍ତ କରିଛନ୍ତି । ରାଜସ୍ଥାନର ପାଚେରୀ ବାରିରେ ଉଭୟ ପୁରୁଷ ଓ ମହିଳା ବର୍ଗରେ ଆସନ୍ତା ଗୁରୁବାର ଏହି…