ନିସାରନ ବିବିଙ୍କ ପାର୍ଥିବ ଶରୀର ଘରକୁ ଆଣିବାରେ ସହାୟ ହେଲା ଓଡିଶା ମୋ ପରିବାର
ଭୁବନେଶ୍ବର: ଅର୍ଥ ଅଭାବରୁ ଶେଷକୃତ୍ୟ ପାଇଁ ହସ୍ପିଟାଲରୁ ଘରକୁ ଫେରି ପାରୁନଥିଲା ମୃତ ମୁସଲିମ୍ ମହିଳାଙ୍କ ଶବ, ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ସହାୟତାର ହାତ ବଢ଼ାଇଥିଲା ଓଡ଼ିଶା ମୋ ପରିବାର। ନିଜ ଜନ୍ମସ୍ଥାନକୁ ଫେରିଲା ପାର୍ଥିବଶରୀର ।
ସୂଚନାନୁସାରେ,ଭଦ୍ରକ ଜିଲ୍ଲା ଧାମନଗର…