ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁରର ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ
ବରଗଡ:-ଆଜି ବରଗଡ଼ ଜିଲ୍ଲା ପାଇକମାଲ ବ୍ଳକ ଅନ୍ତର୍ଗତ ଫ୍ରେଜରପୁର ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ର ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ବରଗଡ ଜିଲ୍ଲାପାଳ ଶ୍ରୀମତି ମୋନିଷା ବାନାର୍ଜୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର…