ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ
ଭୁବନେଶ୍ୱର :ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ଓଡିଆ, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ…