*ଜବର ଦଖଲ ଉଚ୍ଛେଦ ବେଳେ ପୋଲିସ ଓ ଜନତା ହାତାହାତି, ବନ୍ତ ଛକରେ ୧୪୪ ଧାରା ଜାରି*
ଭଦ୍ରକ : (ସତ୍ୟବ୍ରତ ନାୟକ)ବନ୍ତ ଛକରେ ୧୪୪ ଧାରା ଜାରି । ଉଚ୍ଛେଦ ସରିବା ଯାଏଁ ଲାଗୁ ରହିବ ୧୪୪ ଧାରା । ଉଚ୍ଛେଦ ବେଳେ ପୋଲିସକୁ ଦୁର୍ବ୍ୟବହାର ଓ ବିରୋଧକୁ କାର୍ଯ୍ୟାନୁଷ୍ଠାନ ନେଇ ପ୍ରଶାସନ । ଏନେଇ ଭଦ୍ରକ ତହସିଲଦାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।ଖବର ଅନୁଯାୟୀ, ଭଦ୍ରକ ସହରର ବନ୍ତ ଛକ…