ସୋନପୁର ଉପ-ଜିଲ୍ଲାପାଳ ଭାବେ ଯୋଗ ଦେଲେ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର
ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସଦର ଉପ ଜିଲ୍ଲାପାଳ ଭାବେ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଯୋଗଦାନ କରି ପୂର୍ବତନ ଉପ ଜିଲ୍ଲାପାଳ ନିହାର ରଞ୍ଜନ କଁହର ଙ୍କ ଠାରୁ ଉପଜିଲ୍ଲାପାଳ ଦାୟିତ୍ୱ ଗ୍ରହଣ କରିଛନ୍ତି l ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ…