ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍ନୋଲୋଜିର 5T ରେ ହେବ ରୂପାନ୍ତରିକରଣ.
ମାଷ୍ଟରପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅନୁମୋଦିତ
2026 ସୁଦ୍ଧା ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରିବେ,
୨୭ଟି ସେଣ୍ଟର ଅଫ ଏକ୍ସେଲେନ୍ସ ଗଠନ କରାଯିବ
୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି ଟଙ୍କା
ଡ଼ିସେମ୍ବର ଶେଷ ସୁଦ୍ଧା ସ୍ମାର୍ଟ class ରୁମ…