କବି ଅଶ୍ଵିନୀ ଦାଶଙ୍କ ଅକାଳ ବିୟୋଗରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ସ୍ମୃତି ସଭା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରାଳାର ସର୍ବପୁରାତନ ଅନୁଷ୍ଠାନ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ କବି ଅଶ୍ଵିନୀ ଅକାଳ ବିୟୋଗରେ ଏକ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…