ସମାଜସେବୀଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ପଞ୍ଚାୟତର ପରିବେଶ ପ୍ରେମୀ ଜିତେନ୍ଦ୍ର କୁମାର ବେହେରାଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାରରେ ସମ୍ମାନୀତ କରାଯାଇଛି। ବ୍ରହ୍ମପୁରସ୍ଥିତ ଆଞ୍ଚଳିକ ବନ ସଂରକ୍ଷକଙ୍କ ସମ୍ମିଳନୀ କକ୍ଷରେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଳାନ…