ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି
ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ (ବୟନିକା),ଓଡିଶା ହସ୍ତତନ୍ତ ଉଦ୍ୟୋଗର ସର୍ବ ପୁରାତନ ତଥା ଏକମାତ୍ର ଶୀର୍ଷ ବିପଣନ ସଂସ୍ଥା ଯାହାକି ଦୀର୍ଘ ୬୬ବର୍ଷ ଧରି ଓଡିଶା ପ୍ରଚାର ,ପ୍ରସାର ତଥା ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରି ଆସୁଅଛି…