ନିଶ୍ଚିନ୍ତକୋଇଲି ବ୍ଲକ ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
ନିଶ୍ଚିନ୍ତକୋଇଲି (ଦେବେନ୍ଦ୍ର ଷଢଙ୍ଗୀ): ନିଶ୍ଚିନ୍ତକୋଇଲି ବ୍ଲକ ପକ୍ଷରୁ ପଂଚାୟତ ପ୍ରହଲ୍ଳାଦ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ସର୍ବଶିକ୍ଷା ଅଭିଯାନ ଓ ସାମାଜିକ ସୁରକ୍ଷା ବିଭାଗ ସହାୟତାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି । ଅନ୍ଲାଇନ୍ ମାଧ୍ୟମରେ ଏହି ଶିବିରରେ ଯୋଗ…