ରକ୍ତଜୁଡୁବୁଡୁ ଅବସ୍ଥାରେ ପ୍ରେମିଯୁଗଳଙ୍କ ଶରୀର : ପ୍ରେମିକା ମୃତ, ପ୍ରେମିକ ଗୁରୁତର
କାଶୀପୁର /ଟିକିରି ରୁ ବୈକୁଣ୍ଠ ଦୁରିଆ: ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଟିକିରି ଅଞ୍ଚଳ ଉଷାପଡା ନିକଟରେ ନିର୍ମାଧୀନ ଶ୍ରମିକ ଭାବରେ କାମ କରୁଥିବାବେଳେ ଏକ ଅଭାବନୀୟ ଘଟଣା ଆଜି ଦେଖିବାକୁ ମିଳିଛି |ଉକ୍ତ ଅଞ୍ଚଳ ନିକଟରୁ ରକ୍ତଜୁଡୁ ବୁଡୁ ଅବସ୍ଥାରେ ଦୁଇଜଣଙ୍କ ଶରୀର ଦେଖିବାକୁ ମିଳିଥିଲା…