ଉତ୍ତରାଞ୍ଚଳ ରାଜସ୍ୱ ମଣ୍ଡଳରେ ରାଜସ୍ୱ ପରିଷଦ ସଦସ୍ୟଙ୍କ ସମୀକ୍ଷା ବୈଠକ

ଡେବ୍ରିଗଡ଼ ବିସ୍ଥାପିତଙ୍କୁ ରାଜସ୍ୱ ଗ୍ରାମ ମାନ୍ୟତା ପାଇଁ ନଭେମ୍ବର ଶେଷ ସୁଦ୍ଧା ପ୍ରସ୍ତାବ ଦେବାକୁ ନିର୍ଦ୍ଦେଶ ସମ୍ବଲପୁର, ୧୨/୧୧:(ଲିପନ ନାଏକ ) ଜନସାଧାରଣଙ୍କୁ ତ୍ୱରିତ, ସ୍ୱଚ୍ଛ ଓ ଆଇନସମ୍ମତ ରାଜସ୍ୱ ସେବା ପ୍ରଦାନ ଉପରେ ଗୁରୁତ୍ୱାରୋପ କରିଛନ୍ତି ଓଡ଼ିଶା ରାଜସ୍ୱ ପରିଷଦର…

ଜାତୀୟସ୍ତରରେ ଶ୍ରେଷ୍ଠ ୫ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ସ୍ଥାନ ପାଇଲା କେନ୍ଦୁଝରର ରାଙ୍କି; ରାଷ୍ଟ୍ରପତିଙ୍କ…

କେନ୍ଦୁଝର, ୧୩ ନଭେମ୍ବର: ଜନଜାତି ଶିକ୍ଷା କ୍ଷେତ୍ରରେ କେନ୍ଦୁଝର ଜିଲ୍ଲା ପାଇଁ ଏକ ଗୌରବମୟ ଅଧ୍ୟାୟ ଯୋଡ଼ି ହୋଇଛି। ଜାତୀୟସ୍ତରରେ ଶ୍ରେଷ୍ଠ ୫ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ (EMRS) ମଧ୍ୟରେ କେନ୍ଦୁଝର ଜିଲ୍ଲାର ରାଙ୍କିସ୍ଥିତ ଇଏମଆରଏସ ସ୍ଥାନ ପାଇଛି। ଏହି ଉଲ୍ଲେଖନୀୟ ସଫଳତା…

୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତାବ ଉଦ୍‌ଯାପିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ରାୟଗଡ଼ ବ୍ଲକ୍‌ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା ୨୦୨୬-୨୭ ଉଦ୍‌ଯାପିତ…

ସଠିକ ତଦନ୍ତ ଓ ଦଣ୍ଡାଦେଶ ବୃଦ୍ଧିକୁ ନେଇ ତାଲିମ ନେଲେ ଆର.ଉଦୟଗିରି ପୋଲିସ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନୂତନ ଅପରାଧିକ ଆଇନ କାର୍ଯ୍ୟକାରୀ ହେବା ପରେ ଜନସାଧାରଣଙ୍କୁ କିପରି ତ୍ୱରିତ ନ୍ୟାୟ ମିଳିପାରିବ ତଥା ବିଚାର ବ୍ୟବସ୍ଥା ଉପରେ ସମସ୍ତଙ୍କର ଆସ୍ଥା ପ୍ରକଟ ହୋଇପାରିବ, ସେହି କଥାକୁ ଚିନ୍ତା କରି ତଥା ଗଜପତି ଏସପି ପ୍ରହଲ୍ଲାଦ ସହାୟ ମୀନାଙ୍କ…

ସଙ୍କଟ ମୋଚନ ହନୁମାନ ମନ୍ଦିରରୁ ଅଳଙ୍କାର ଲୁଟ୍: ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ, ପୋଲିସର ତଦନ୍ତ ଜାରି

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ: ​ଭଞ୍ଜନଗର, ୧୩ ନଭେମ୍ବର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡି ଗ୍ରାମ ନିକଟସ୍ଥ ମଳାସ ପଦର ସଙ୍କଟ ମୋଚନ ହନୁମାନ ମନ୍ଦିରରେ ଏକ ବଡ଼ ଧରଣର ଚୋରି ଘଟଣା ଘଟିଛି। ଗତକାଲି ୧୨ ତାରିଖ ବିଳମ୍ବିତ ରାତ୍ରିରେ ଦୁର୍ବୃତ୍ତମାନେ…

ଜିଲ୍ଲା ସ୍ତରୀୟ ଯୁବ ମହୋତ୍ସବ ରେ ମହିଳା ସ୍ନାତକ ମହାବିଦ୍ୟାଳୟର ଛାତ୍ରୀଙ୍କ ନୁକ୍କଡ଼ ନାଟକ ରେ ସଫଳତା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ-୨୦୨୬ରେ ପାରଳାଖେମୁଣ୍ଡି ମହିଳା ସ୍ନାତକ ମହାବିଦ୍ୟାଳୟର ଛାତ୍ରୀମାନେ ନିଜର ଉଚ୍ଚକୋଟୀର ଅଭିନୟ ଓ ସାମାଜିକ ସଚେତନତାମୂଳକ ନୁକ୍କଡ଼ ନାଟକ ପରିବେଷଣ କରି ଦ୍ୱିତୀୟ…

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ପ୍ରସ୍ତୁତି ବୈଠକ l

ବାଲୁଗାଁ:(ସେକ୍ କୌସର):ପ୍ରାଚୀନ ଉତ୍କଳର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଓ ଉତ୍କଳୀୟ ଅସ୍ମିତା ତଥା ସଂସ୍କୃତିର ବାର୍ତ୍ତାବହ ଭାବେ ମରାଳ ମାଳିନୀ ନୀଳାମ୍ବୁ ଚିଲିକା ତଟରେ ଦୀର୍ଘ ତିନି ଦଶନ୍ଧିରୁ ଉର୍ଦ୍ଧ୍ଵ ସମୟ ଧରି ଆୟୋଜିତ ହୋଇ ଆସୁଥିବା ଚିଲିକା ବୋଇତ ବନ୍ଦାଣ ମହୋତ୍ସବର ପ୍ରସ୍ତୁତି…

ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

ଅନ୍ୟ ଏକ ମାମଲାରେ ପୂର୍ବରୁ ଦୋଷୀ ସାବ୍ୟସ୍ତ ହୋଇଥିଲେ, ଏବେ ଭୋଗିବେ ୪ମାସ ଜେଲଦଣ୍ଡ - ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଅତର୍କିତ ଭାବେ ଆକ୍ରମଣ କରି ଜୀବନରେ ମାରିଦେବା ଧମକ ଦେବା ଭଳି ଏକ ସଙ୍ଗିନ ମାମଲାର ଶୁଣାଣି କରି ଆଜି ଗଜପତି ଜିଲ୍ଲା କାଶୀନଗର ଗ୍ରାମ…

ଜିଲ୍ଲାରେ ସଡ଼କ ସୁରକ୍ଷା ଓ ନାଗରିକ ନିରାପତ୍ତା କୁ ଦୃଷ୍ଟିରେ ରଖି ଭାରୀଯାନ ଚଳାଚଳ ଓ ପାର୍କିଙ୍ଗ କଟକଣା

ଜଗତସିଂହପୁର, ତା ୧୩.୧୧.୨୬ ରିଖ:ଜିଲ୍ଲାରେ ସଡ଼କ ସୁରକ୍ଷା ଓ ନାଗରିକ ନିରାପତ୍ତା କୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଜେ ସୋନାଲ ମୋଟର ଯାନ ଆକ୍ଟ ୧୯୮୮ ର ଧାରା ୧୧୫ ଓ ୧୧୬ ଅନ୍ତର୍ଗତ ଭାରୀ ଯାନ ଚଳାଚଳ ଏବଂ ଗାଡ଼ି ପାର୍କିଂ ଉପରେ କେତେକ କଟକଣା ଲାଗୁ…

ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା…

ଜଗତସିଂହପୁର, ତା ୧୩/୧୧/୨୬: ଆଜି ପୂର୍ବାହ୍ନ ରେ ନିର୍ବାଚନ ସାକ୍ଷରତା କ୍ଲବ୍ (ELC) ଆନୁକୂଲ୍ୟରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ କୁଇଜ୍ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଆୟୋଜିତ ହୋଇଯାଇଛି। ଜିଲ୍ଲାର ୪ ଗୋଟି ବିଧାନସଭା ନିର୍ବାଚନ…