କିଶୋର କିଶୋରୀଙ୍କ ସଶକ୍ତୀକରଣ, ବାଲ୍ୟ ବିବାହ ଓ ଶିଶୁ ଶ୍ରମ ନିରାକରଣ ସମ୍ପର୍କିତ ତ୍ରୈମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ…

କେନ୍ଦ୍ରାପଡ଼ା:୨୦.୦୭(ପ୍ରଫୁଲ୍ଲ କୁମାର ମଲ୍ଲ) କିଶୋର କିଶୋରୀଙ୍କ ସଶକ୍ତୀକରଣ, ବାଲ୍ୟ ବିବାହ ନିରାକରଣ, ଶିଶୁ ଶ୍ରମ ଉଚ୍ଛେଦ ଏବଂ ଚାଇଲ୍ଡଲାଇନ୍ ଆଡଭାଇଜରୀ ବୋର୍ଡ ସମ୍ପର୍କିତ ତ୍ରୈମାସିକ ସମୀକ୍ଷା ବୈଠକ ଆଜି କେନ୍ଦ୍ରାପଡ଼ା କଲେକ୍ଟରେଟ୍ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ…

ବେଲଗୁଣ୍ଠା ପାଇଁ ଗୌରବ: ନିଟ୍ ପରୀକ୍ଷାରେ କୃତିତ୍ୱ ହାସଲ କଲେ ଅଞ୍ଚଳର ମେଧାବୀ ଛାତ୍ର ସ୍ୱୟଂଶକ୍ତି

ବେଲଗୁଣ୍ଠା-୨୦/୭- (ଶିବରାମ ଚୌଧୁରୀ )-ଦୃଢ଼ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ଆଗରେ ସବୁ ପ୍ରତିବନ୍ଧକ ହାର୍ ମାନିଥାଏ। ଏହାକୁ ପୁଣିଥରେ ପ୍ରମାଣିତ କରି ଦେଖାଇଛନ୍ତି ବେଲଗୁଣ୍ଠା ଅଞ୍ଚଳର ଜଣେ ମେଧାବୀ ଛାତ୍ର। ଚଳିତ ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି…

ଶ୍ରୀ ଶ୍ରୀ ବଳଦେବଜୀଉ ମହାପ୍ରଭୁ ଙ୍କ ପୀଠରେ ହେରା ପଞ୍ଚମୀ ମହାସମାରୋହରେ ପାଳିତ

ଜଗତସିଂହପୁର ,ତା ୨୦/୦୭/୨୬ ରିଖ: ଜଗତସିଂହପୁର ଜ଼ିଲ୍ଲା ରେ ପ୍ରସିଦ୍ଧି ଲାଭ କରିଥିବା ସିଦ୍ଧଳ ସ୍ଥିତ ଶ୍ରୀ ଶ୍ରୀ ବଳଦେବଜୀଉ ମହାପ୍ରଭୁ ଙ୍କ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣ ରେ ଆଜି ହେରା ପଞ୍ଚମୀ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି| ମା ଲକ୍ଷ୍ମୀ ଶ୍ରୀ ମନ୍ଦିର ରୁ ସୁସଜିତ…

ବେଲଗୁଣ୍ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବେଲଗୁଣ୍ଠା , ୨୦/୦୭- (ଶିବରାମ ଚୌଧୁରୀ )-ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷଠାରେ ସୋମବାର ଏକ ଜିଲ୍ଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ…

ବେଲଗୁଣ୍ଠା ଏନ.ଏ.ସି.ରେ ମନମୁଖୀ ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ଓ ପ୍ରଶାସନିକ ଅନିୟମିତତା ଅଭିଯୋଗ

ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ମହିଳା କାଉନସିଲର, ବ୍ୟବସାୟୀ ସଙ୍ଘ ଓ ସାହି ବାସିନ୍ଦା । ବେଲଗୁଣ୍ଠା-୨୦/୭-(ଶିବରାମ ଚୌଧୁରୀ )-କାଉନସିଲରଙ୍କ ଗୁରୁତର ଅଭିଯୋଗ: ଗୋପନରେ ହେଲା ବୈଠକ, ମିଳୁନି ନିଷ୍ପତ୍ତିର ନକଲ ବେଲଗୁଣ୍ଠା ଏନ.ଏ.ସି.ର ୭ ନମ୍ବର ୱାର୍ଡର ମହିଳା କାଉନସିଲର ଟି. ବବିତା…

ଜନ୍ମଦିନକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ କିସମର ବୃକ୍ଷ ରୋପଣ କରି ଝିଅର ଜନ୍ମଦିନ ପାଳିଲେ ସାହାଣି ପରିବାର

ବେଲଗୁଣ୍ଠା, ୨୦/୦୭-(ଶିବରାମ ଚୌଧୁରୀ )-, ମା ବୁଢାକେନ୍ଦୁ ପିଠରେ ଝିଅ ଅଦିତି ର ପ୍ରଥମ ଜନ୍ମଦିନ କୁ ଏକ ନିଆରା ଢଙ୍ଗରେ ପାଳନ କରି ସାହାଣୀ ପରିବାର ଓ ବେଲଗୁଣ୍ଠା ସାହିତ୍ୟ ଘରର ମିଳିତ ଆନୁକୂଲ୍ୟରେ ୪୦ ରୁ ଉର୍ଦ୍ଧ ବିଭିନ୍ନ କିସମର ଔଷଧୀୟ ବୃକ୍ଷ ମା ବୁଢାକେନ୍ଦୁଙ୍କ ପିଠରେ ରୋପଣ…

ସୋନମ ଓ୍ବାଙ୍ଗଚୁକ ଏବଂ ଛାତ୍ରଛାତ୍ରୀମାନଙ୍କ ଅନଶନର ସମର୍ଥନରେ ନାଗରିକ ସମାଜର ଗଣଧାରଣା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ରାଜ ପ୍ରାସାଦ ସମ୍ମୁଖରେ ବିଶିଷ୍ଟ ଶିକ୍ଷାବିତ୍ , ବୈଜ୍ଞାନିକ ଓ ପରିବେଶବିତ୍ ସୋନମ୍ ୱାଂଙ୍ଗଚୁକ୍ , ଛାତ୍ର ଛାତ୍ରୀ , ଯୁବକ୍ ମାନଙ୍କ ଦ୍ଵାରା ଦିଲ୍ଲୀ ର ଜନ୍ତର୍ ମନ୍ତର୍ ଠାରେ ଚାଲିଥିବା…

କୋଷାଗୁମୁଡାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର, ତା. ୨୦.୦୭.୨୦୨୬: ଆଜି କୋଷାଗୁମୁଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ…

ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପ୍ଲାଷ୍ଟିନେସନ୍ ବିଷୟକ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ଜୁଲାଇ ୨୦: ମାନବ ଶରୀର ସଂରକ୍ଷଣ ବିଜ୍ଞାନ (ପ୍ଲାଷ୍ଟିନେସନ୍‌) କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଯୋଜନ ଡକ୍ଟର ଶିଶିର କୁମାରଙ୍କ ରଚିତ ‘ପ୍ରିଜର୍ଭିଂ ଆନାଟୋମି : ଦି ୱାର୍ଲ୍ଡ ଅଫ୍ ପ୍ଲାଷ୍ଟିନେସନ’ ଶୀଷର୍କ ପୁସ୍ତକ ସୋଆ (ଶିକ୍ଷା ‘ଓ’ ଅନୁସନ୍ଧାନ)ର ପ୍ରତିଷ୍ଠାତା ସଭାପତି…