ମଦ୍ୟପ ଶିକ୍ଷକଙ୍କ ମାଡରେ ୨୦ ଛାତ୍ରଛାତ୍ରୀ ଲହୁ ଲୁହାଣ : ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି, ଥାନାରେ ଅଭିଯୋଗ,
ଶିକ୍ଷକଙ୍କ ବହିଷ୍କାର ଗ୍ରାମବାସୀଙ୍କ ଦାବୀ, ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଇଓ ପହଞ୍ଚି ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶୃତି
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଲୁଧିଗୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ବେହେରା ମଦ୍ୟପାନ କରି…