ନରସିଂହଙ୍କ ଭୀମ ଭୋଇ ମେଡିକାଲ କଲେଜ ପରିଦର୍ଶନ
ପୁର୍ତ୍ତ, ବିଜୁଳି ଓ ଜନସ୍ୱାସ୍ଥ୍ୟ ଯନ୍ତ୍ରୀଙ୍କୁ ନେଇ ସମସ୍ୟା ସମ୍ପର୍କରେ ଆଲୋଚନା
ବଲାଙ୍ଗିର, - ଆଜି ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ରେ ବିଜୁଳି, ପାଣି ଓ ଅନ୍ୟାନ୍ୟ ଭିତ୍ତିଭୂମି ରେ ଥିବା ସମସ୍ୟା ସବୁର ସମାଧାନ କରିବା ପାଇଁ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର କଲେଜ ପରିସରରେ…