ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ
https://youtu.be/c3qirOYfYok
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସହର ସମେତ ଗଜପତି ଜିଲ୍ଲାର ବିଭିନ୍ନ ମଠ ମନ୍ଦିରରେ ଚଳିତ ବର୍ଷ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ଧୂମଧାମରେ ପାଳିତ ହୋଇଯାଇଛି। ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଇଁ ପାରଳାଖେମୁଣ୍ଡି ସହର ଉତ୍ସବମୁଖର।…