ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବିଧାନସଭାସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଚୟନ କମିଟିର ସଦସ୍ୟ ଭାବେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଶ୍ରୀ…