କୃଷକଙ୍କ ପ୍ରତି ସରକାରଙ୍କ ଅବିଚାରକୁ ବରଦାସ୍ତ କରାଯିବ ନାହିଁ – ଶରତ ପଟ୍ଟନାୟକ
ପ୍ରଦେଶ କିଷାନ କଂଗ୍ରେସର ରାଜ୍ୟସ୍ତରୀୟ କିଷାନ ଚିନ୍ତନ ଶିବିର
ବିଜେଡ଼ି ଓ ବିଜେପି ସରକାରର ଚାଷୀମାରଣ ନୀତି ବିରୋଧରେ ଆନ୍ଦୋଳନ ଡାକରା
ଭୁବନେଶ୍ୱର - କେନ୍ଦ୍ରର ବିଜେପି ଏବଂ ରାଜ୍ୟର ବିଜେଡ଼ି ଶାସନ କାଳରେ ଚାଷୀ ସବୁଠାରୁ କ୍ଷତିଗ୍ରସ୍ତ ଓ ଚାଷ ସଂପୂର୍ଣ୍ଣ ବିପର୍ଯ୍ୟସ୍ତ । ଗୋଟିଏ ପଟେ ଉଭୟ…