ବାଲ୍ୟବିବାହ ବନ୍ଦ କଲା ଗଜପତି ଜିଲ୍ଲା ପ୍ରଶାସନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ରାଜଗୁରୁ ସାହିରେ ଆଗାମୀ ତା.୧୧-୫-୨୦୨୨ ରିଖରେ ହେବାକୁ ଥିବା ଏକ ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ। ଉକ୍ତ ବାଲ୍ୟବିବାହ ସମ୍ପର୍କରେ ବିଶ୍ବସ୍ଥ ସୂତ୍ରରୁ ଗୋଷାଣୀ ବାଲ୍ୟବିବାହ ନିଷେଧ…