ଚୋରା ମଦ ଜବତ ୬ କୋର୍ଟ ଚାଲାଣ ।

 କେନ୍ଦ୍ରାପଡ଼ା:୧୮/୦୭(ପ୍ରଫୁଲ୍ଲ କୁମାର ମଲ୍ଲ) କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ରଘୁରାମ ଆୟରଙ୍କ ନିର୍ଦ୍ଦେଶକ୍ରମେ ଏବଂ ଅବକାରୀ ଅଧୀକ୍ଷକ ଶ୍ରୀ ବିପ୍ର ଚରଣ ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ, ଜମ୍ବୁ ମେରାଇନ ଓ କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳର…

ଆଡ଼ପ ମଣ୍ଡପରେ ବିଭିନ୍ନ ଅବତାରରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ବେଲଗୁଣ୍ଠା,୧୮/୦୭, -(ଶିବରାମ ଚୌଧୁରୀ )-ରଥରୁ ଓହ୍ଲାଇବା ପରେ ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ବିଭିନ୍ନ ଅବତାରରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏହି ଅବସରରେ ବେଲଗୁଣ୍ଠା ପେଣ୍ଠ ସାହି ଆଡ଼ପ ମଣ୍ଡପରେ ମହାପ୍ରଭୁ ଶୁକ୍ରବାର ଦିନ ମତ୍ସ୍ୟ ଅବତାରରେ ଦର୍ଶନ ଦେଇଥିବା ବେଳେ ଶନିବାର ଦିନ ନୃସିଂହ…

ବେକରେ ରଶି ଲଗାଇ ଯୁବକଙ୍କ ମୃତ୍ୟୁ,ପୋଲିସର ତଦନ୍ତ ଜାରି

ଓଡ଼ଗାଁ, ୧୮।୭ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ଏନ୍‌ଏସିର କଲେଜ ରୋଡ଼ ଡାହାଣ ପାର୍ଶ୍ୱସ୍ଥ ଭାଲୁମୁଣ୍ଡିଆ ପାଦଦେଶର ଏକ କାଜୁ ବଗିଚାରୁ ଶନିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଫୁଲବାଣୀ ଜିଲ୍ଲା ଚକାପାଦ ଥାନା ଯୋରସାହି ଗ୍ରାମର…

୨୮ ଗ୍ରାମର ହେରୋଇନ ସହ ନିଶା ବେପାରୀ ସ୍ମୃତି ରଞ୍ଜନ ଜେନା ଗିରଫ

ଜଗତସିଂହପୁର,ତା-୧୮.୦୭.୨୦୨୬/ସୁମନ୍ତ କୁମାର ଦାସ: ଜଗତସିଂହପୁର ଥାନା ଅନ୍ତର୍ଗତ ତର୍ତ୍ତଙ୍ଗ ଅଞ୍ଚଳର ଜଣେ ନିଶା ମାଫିଆଙ୍କୁ ଗିରଫ କରିଛି ଜଗତସିଂହପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥା। ଯାଞ୍ଚ ପରେ ତାଙ୍କ ପାଖରୁ ୨୮ ଗ୍ରାମର ହେରୋଇନ୍, ଏକ ଆଣ୍ଡ୍ରଏଡ ଫୋନ ଜବତ କରାଯାଇଛି। ସୂଚନାଯୋଗ୍ଯ ଯେ…

ଜିଲ୍ଲା ସ୍ତରୀୟ ବିଶ୍ୱ ଜନସଂଖ୍ୟା ପକ୍ଷ -୨୦୨୬ ପାଳିତ

ଜଗତସିଂହପୁର,ତା-୧୮.୦୭.୨୦୨୬/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟର ସଭାଗୃହଠାରେ ବିଶ୍ୱ ଜନସଂଖ୍ୟା ପକ୍ଷ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରିଣୀ ଡାକ୍ତର ସ୍ନିଗ୍ଧାମୟୀ ମହାନ୍ତିଙ୍କ ଅଧକ୍ଷତାରେ ଅନୁଷ୍ଠିତ…

କିଷାନ କଂଗ୍ରେସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ।

ନୀଳଗିରି, ତା ୧୮।୭(): ବାଲେଶ୍ୱର ଜିଲ୍ଲା କିଷାନ କଂଗ୍ରେସ ର ଜିଲ୍ଲା ସ୍ତରୀୟ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ନୀଳଗିରି କଂଗ୍ରେସ ଭବନ ପରିସରରେ ରାଜ୍ୟ କିଷାନ କଂଗ୍ରେସ ର ଉପସଭାପତି ଯଶୋଦା ନନ୍ଦନ ସିଂହ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଛି। ଏହି ପରିପ୍ରେକ୍ଷୀରେ ନୀଳଗିରି…

ତୃତୀୟ ଶ୍ରୀକ୍ଷେତ୍ର ଘୋଷଯାତ୍ରା ୨ୟ ଦିନରେ, କାଳିଆ ସାଆନ୍ତ ଙ୍କ ଦର୍ଶନ ପାଇଁ ଲକ୍ଷରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁଙ୍କ…

*ଜନ୍ମ ବେଦୀ ପହଁଚି ଲେ ଚତୁର୍ଦ୍ଧା ମୂର୍ତ୍ତି ।  ନୀଳଗିରି,ତା ୧୮/୭: ତୃତୀୟ ଶ୍ରୀକ୍ଷେତ୍ର ନୀଳଗିରିରେ ଚତୁଦ୍ଧାମୂର୍ତ୍ତିଙ୍କ ଘୋଷଯାତ୍ରା ଆଜି୨ୟ ବା ଶେଷଦିନ ରେ ପାରମ୍ପରିକ, ରୀତିନୀତି ଅନୁସାରେ ଅପରାହ୍ନରେ ୪ଟା ସମୟରେ ଭଜନ କୀର୍ତ୍ତନ ଓ ଲକ୍ଷରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁଙ୍କ ହରିବୋଲ, ଜୟ…

ଜଗତସିଂହପୁରରେ ସ୍ଵତନ୍ତ୍ର ଲୋକ ଅଦାଲତ

ଜଗତସିଂହପୁର ତା ୧୮.୦୭.୨୦୨୬/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଜିଲ୍ଲା ଅଦାଲତରେ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଏବଂ ପ୍ରାଧିକରଣର ସଚିବ ମିସ୍ ବିଡିଡି…

ଜିଲ୍ଲାରେ ସଡ଼କ ସୁରକ୍ଷା ଓ ନାଗରିକ ନିରାପତ୍ତା କୁ ଦୃଷ୍ଟିରେ ରଖି ଭାରୀଯାନ ଚଳାଚଳ ଓ ପାର୍କିଙ୍ଗ କଟକଣା

ଜଗତସିଂହପୁର, ତା ୧୮.୦୭.୨୬ /ସୁମନ୍ତ କୁମାର ଦାସ: ଜିଲ୍ଲାରେ ସଡ଼କ ସୁରକ୍ଷା ଓ ନାଗରିକ ନିରାପତ୍ତା କୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଜେ ସୋନାଲ ମୋଟର ଯାନ ଆକ୍ଟ ୧୯୮୮ ର ଧାରା ୧୧୫ ଓ ୧୧୬ ଅନ୍ତର୍ଗତ ଭାରୀ ଯାନ ଚଳାଚଳ ଏବଂ ଗାଡ଼ି ପାର୍କିଂ ଉପରେ କେତେକ…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।

ପଦ୍ମପୁର / ଶିବାଶିଷ ପଟ୍ଟନାୟକ:- ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ର ଶିଶୁ ବାଟିବା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମାନଙ୍କ ଦ୍ୱାରା ସ୍ୱାଗତ ସଂଙ୍ଗୀତ ଗାନ କରାଯାଇଥିଲା । ମୂଖ୍ୟ ଅତିଥି ଭାବରେ ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଅଧ୍ୟାପିକା ମାନନୀୟା…