ସୋଆକୁ ସୋସିଆଲ୍ ଲିଡରସିପ୍ ଆୱାର୍ଡ
ୱିମେନ୍ ବିଜନେସ୍ ମେଳା- ୨୦୨୨ ମେଳାରେ ସୋଆ ସମ୍ମାନିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ସୋସିଆଲ୍ ଲିଡରସିପ୍ ଆୱାର୍ଡରେ ସମ୍ମାନିତ କରାଯାଇଛି । ଇଣ୍ଡିଆନ ଚାମ୍ବର ଅଫ କମର୍ସର ୱିମେନ୍ ଏଂଟ୍ରପ୍ରିନ୍ୟୁରସିପ୍ କାଉନ୍ସିଲ ଦ୍ୱାରା ଆୟୋଜିତ ଭାରତ ର ପ୍ରଥମ ମହିଳା ଉଦ୍ୟୋଗୀ ମେଳା…