ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ରାଉରକେଲା ଗସ୍ତ
ସୁନ୍ଦରଗଡ଼ ଜିଲ୍ଲାରେ ଏମଏସଏମଇ ସହିତ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଭିତ୍ତିକ ଉଦ୍ୟୋଗର ବିକାଶ କରାଯାଇ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ନିର୍ଦ୍ଦେଶ
ରାଉରକେଲାରେ କ୍ରୀଡ଼ା ଭିତ୍ତିଭୂମିର ଅନୁଧ୍ୟାନ, ଓଏସଏପି କ୍ୟାମ୍ପସରେ କଲ୍ୟାଣ ମଣ୍ଡପର ଉଦଘାଟନ
ରାଉରକେଲା/ବସନ୍ତ ଜେନା:…