ମତ୍ସ୍ୟ ଓ କଚ୍ଛପ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ : ଠାକୁରଙ୍କ ଆଳତି ଦର୍ଶନ
https://youtu.be/0lbaL87T0Lc
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚାବାଡ଼ି ଠାରେ ମତ୍ସ୍ୟ ଓ କଚ୍ଛପ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ । ଠାକୁରଙ୍କ ବେଶ ଦର୍ଶନ ଓ ଆଳତୀ ଦେଖିବା ପାଇଁ ସନ୍ଧ୍ୟାରେ ଭକ୍ତଙ୍କ…