ଆୟୁର୍ବେଦ ଚିକିତ୍ସିକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ।
ପଦ୍ମପୁର(ଶାସକପ୍ରଶାସକ)-ପଲସଦା ଆୟୁଷ ସ୍ୱାସ୍ଥ୍ୟ ଓ ଆରୋଗ୍ଯ କେନ୍ଦ୍ର ର ବରିଷ୍ଠ ଅଧିକାରୀ ଡା ମନୋରଞ୍ଜନ ଦେବତା ପବିତ୍ର ଗନ୍ଧମାର୍ଦ୍ଦନ ପାଦଦେଶ ରେ ଥିବା ଶ୍ରୀ ଶ୍ରୀ ନୃସିଂହ ଆୟୁର୍ବେଦ କେନ୍ଦ୍ର ମହାବିଦ୍ୟାଳୟ ଓ ଗବେଷଣା ପ୍ରତିଷ୍ଠାନ, ନୃସିଂହ ନାଥ ର ପ୍ରଥମ ବ୍ଯାଚ ଜଣେ ଆଦର୍ଶ ମେଧାବୀ…