ନବ ଉତ୍କଳର ନିର୍ମାତା ପାରଳା ମହାରାଜା ଶ୍ରୀ ଶ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୧ ତମ ଜନ୍ମ-ଜୟନ୍ତୀ…
https://youtu.be/QJVoNwwOpYE
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର , ଭାଷାଭିତ୍ତିକ ରାଷ୍ଟ୍ର ନିର୍ମାଣର ବଳିଷ୍ଠ ବିନ୍ଧାଣୀ , ଅଗ୍ରପୂଜ୍ୟ , ଚୀର-ସ୍ମରଣୀୟ ତଥା ବନ୍ଦନୀୟ , ପୁଣ୍ୟଶ୍ଳୋକ ପୁଣ୍ୟାତ୍ମା , ଅମ୍ଳାନ ବ୍ୟକ୍ତିତ୍ୱ…