ରାଜ୍ୟ ସରକାରଙ୍କୁ ଓଡ଼ିଶା କ୍ଷଦ୍ରଶିଳ୍ପ ନିଗମର ୧ କୋଟି ୪୦ ଲକ୍ଷ ଟଙ୍କା ଲାଭାଂଶ ପ୍ରଦାନ
ଭୁବନେଶ୍ବର: ଓଡିଶା କ୍ଷଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୨୦୧୮-୧୯ ବର୍ଷ ପାଇଁ ୧,୪୦,୨୭,୧୦୩ ଟଙ୍କା ଲାଭାଶ ବାବଦରେ ରାଜ୍ୟ ସରକାରଙ୍କୁ ପ୍ରଦାନ କରା ଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଉପସ୍ଥିତିରେ ଓଡିଶା କ୍ଷଦ୍ରଶିଳ୍ପ ନିଗମ ର ଅଧ୍ୟକ୍ଷ ଶ୍ରୀ ଚିନ୍ମୟ ସାହୁ ଏହି…