ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ପାଟଣାଗଡ଼,(ଯତୀନ୍ଦ୍ର ନନ୍ଦ): ପାଟଣାଗଡ଼ ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଶହେ ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିବା ବେଳେ ୪୩ ଜଣ ଅଭିଯୋଗକାରୀଙ୍କ ଶୁଣାଣି…