ସିବିଏସ୍ଇ ଦଶମ ପରୀକ୍ଷା ଫଳ: କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଶତପ୍ରତିଶତ ସଫଳତା
ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି। ଏଥିରେ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସ୍କୁଲ୍ର ଅଧିକାଂଶ…