ବେଲଗୁଣ୍ଠା ପ୍ରେସ୍ କ୍ଲବ୍ ଓ ସାହିତ୍ୟ ଘର ପକ୍ଷରୁ ମିଳିତ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ବେଲଗୁଣ୍ଠା:୧୭/୦୭--(ଶିବରାମ ଚୌଧୁରୀ )-ପବିତ୍ର କର୍କଟ ସଂକ୍ରାନ୍ତି ଅବସରରେ ବେଲଗୁଣ୍ଠା ପ୍ରେସ୍ କ୍ଲବ୍ ଏବଂ ସାହିତ୍ୟ ଘରର ମିଳିତ ଆନୁକୂଲ୍ୟରେ ଏକ ବୃକ୍ଷରୋପଣ ତଥା ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସ୍ଥାନୀୟ ପୋଖରିହୁଡା ଓ କେନାଲହିଡ ଅଞ୍ଚଳରେ କଦମ୍ବ, ଜାମୁ,…