କନ୍ଧମାଳ ଗଣମାଧ୍ୟମ ସାମ୍ବାଦିକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ଘୁ.ଉଦୟଗିରି(ଗଗନ କୁମାର ପ୍ରଧାନ): ରାଜ୍ୟରେ ସାମ୍ବାଦିକମାନଙ୍କ ଉପରେ ପୁଲିସର ମାତ୍ରାଧିକ ଅତ୍ୟାଚାର ଦିନକୁ ଦିନ ବଢି ବଢି ଚାଲିଛି I ବାରମ୍ବାର ପ୍ରତିବାଦ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ I ନୀଳଗିରି ସାମ୍ବାଦିକ ଲୋକନାଥ ଦଳେଇଙ୍କ ପ୍ରତି ପୁଲିସର ଜଘନ୍ୟ ଅତ୍ୟାଚାରର ପ୍ରତିବାଦରେ…

ଜିଲ୍ଲାସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ମେଳା ଉଦଘାଟିତ

ଦେବଗଡ଼ ରୁ ଅବନୀ କାନ୍ତ ମିଶ୍ର :  ଜିଲ୍ଲା ଶିକ୍ଷା ବିଭାଗ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ବିଜ୍ଞାନ ଗଣିତ ଓ ପରିବେଶ ମନ୍ତ୍ରଣାଳୟ ମେଳା ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବ ଜିଲ୍ଲା ଶିକ୍ଷା ଅଧିକାରୀ…

ବିଡ଼ିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବି ପତ୍ର

କାଶୀପୁର ରୁ ବୈକୁଣ୍ଠ ଦୁରିଆ - ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ କାର୍ଯ୍ୟ ରତଵିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଙ୍କ ପକ୍ଷରୁ ଆଜିମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଗୌରଚନ୍ଦ୍ର ପଟ୍ଟନାୟକ ଙ୍କୁଦାବୀ ପତ୍ର ପ୍ରଦାନ କରାଯାଇଛି ।କାର୍ଯ୍ୟ ରତ ସାମ୍ବାଦିକ ଲୋକନାଥ ଦଳେଇ ଙ୍କପ୍ରତି…

ଗଇଠିପୁର ଗ୍ରାମରେ ସ୍ଵେଛାକୃତ ରକ୍ତଦାନ ଶିବିର,୨୬ ୟୁନିଟ ରକ୍ତ ସଂଗ୍ରହ

ଜଗତସିଂହପୁର, /ସୁମନ୍ତ କୁମାର ଦାସ: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କନିମୁଳ ପଞ୍ଚାୟତ ଗଇଠିପୁର ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବଜରଙ୍ଗବାଲି ସାଂସ୍କୃତିକ ଯୁବ ପରିଷଦ ର ମୁଖ୍ୟ ରଞ୍ଜନ ଖୁଣ୍ଟିଆ ଙ୍କ ନେତୃତ୍ୱ ରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l…

ଜଳୁଛି ପ୍ରଧାନପାଟ ସଂରକ୍ଷିତ ଜଙ୍ଗଲ ବଢୁଛି ତାତି , ଦାୟୀ କିଏ ?

ଦେବଗଡ଼ ରୁ ଅବନୀ କାନ୍ତ ମିଶ୍ର:: ଦେବଗଡ଼ ଜିଲ୍ଲାର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥିବା ଦେଖିବାକୁ ମିଳୁଛି। ଯାହା ଫଳରେ ଜିଲ୍ଲାରେ ଉତ୍ତାପ ବୃଦ୍ଧି ପାଉଛି। ଶିଳ୍ପ ବିହୀନ ଜିଲ୍ଲାରେ ଦିନକୁ ଦିନ ଉତ୍ତାପ ବୃଦ୍ଧି ପାଇବା ସହ ପ୍ରବଳ ତାତି ଅନୁଭୁତ ହେଉଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ…

ଶିଶୁ ସୁରକ୍ଷା ଉପରେ ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ମାନଙ୍କୁ ପ୍ରଶିକ୍ଷଣ

https://youtu.be/45-N32exjEM ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଶିଶୁ ସୁରକ୍ଷା ପାଇଁ ଆରମ୍ଭ ହୋଇଥିବା ଜିଲ୍ଲାର ନିର୍ଦ୍ଦିଷ୍ଟ କାର୍ଯ୍ୟକ୍ରମ “ପ୍ରତିଜ୍ଞା” ର ସଫଳ ରୂପାୟନ ପାଇଁ ମୀନକେତନ ମହାବିଦ୍ୟାଳୟ (ଗୁରାଣ୍ଡି) , ପର୍ଶୁରାମ ଗୁରୁକୁଳ ମହାବିଦ୍ୟାଳୟ…

ବିଜେଡିରେ ଯୋଗଦେଲେ ସାମ୍ବାଦିକ ମିହିର ରାୟ

ଭୁବନେଶ୍ଵର: ରାଉରକେଲାର ଜଣାଶୁଣା ସମାଜସେବୀ, ସଂଗଠକ ତଥା ବରିଷ୍ଠ ସାମ୍ବାଦିକ ମିହିର ରାୟ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି।  ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଆଜି ଶ୍ରୀ ରାୟଙ୍କୁ ଦଳକୁ ସ୍ଵାଗତ କରିଥିଲେ। ଶ୍ରୀ ରାୟଙ୍କ ଭଳି ଜଣେ ଯୁବ…

ଡାକ୍ତରଖାନା ରୁ ମଶାଣି ପର୍ଯ୍ୟନ୍ତ ମୃତକଙ୍କ ପରିବାରବର୍ଗଙ୍କୁ ସହାୟତା

ଅସହାୟ ପରିବାର ବର୍ଗଙ୍କର ଦୁଃଖରେ ସାଥି ହୋଇ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର ।ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲା ଜଟଣୀ ଅଞ୍ଚଳର ୮୦ ବର୍ଷିୟା ବୃଦ୍ଧା ପାର୍ବତୀ ଭୂୟାଁ, ଗତ ମାର୍ଚ୍ଚ ୩ ତାରିଖରେ ଅସୁସ୍ଥ ହୋଇ କଟକ ବଡ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଦୁର୍ଭାଗ୍ୟବଶତଃ, ଗତ ମାର୍ଚ୍ଚ ୯…

ଦେବଗଡ଼ ଜିଲ୍ଲାର ଲୋକ ମହୋତ୍ସବ ଉତ୍ସବ ପ୍ରଧାନପାଟ ୨୦୨୨ ଏପ୍ରିଲ ୨୭ରୁ

ଦେବଗଡ଼ ରୁ ଅବନୀ କାନ୍ତ ମିଶ୍ର: ଏପ୍ରିଲ ୨୭ ତାରିଖରୁ ମଇ ୧ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ପ୍ରଧାନପାଟ ଜଳ ପ୍ରପାତ ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚ ରେ ଅନୁଷ୍ଠିତ ହେବାକୁ ଯାଉଛି ବହୁ ପ୍ରତିକ୍ଷୀତ ଜିଲ୍ଲାବାସୀଙ୍କ ଉତ୍ସବ "ଉତ୍ସବ ପ୍ରଧାନପାଟ ୨୦୨୨"।ଏଇଥିପାଇଁ ସ୍ଥାନୀୟ ଜିଲ୍ଲା…