ଅଗ୍ନିପଥ ଯୋଜନାର କେରିଅର କାଉନସେଲିଙ୍ଗ ମୋଟିଭେସନ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରାଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର କେରିଅର କାଉନସେଲିଙ୍ଗ କକ୍ଷଠାରେ ଗୋପାଳପୁର-ଗୋଳାବନ୍ଧ ସ୍ଥିତ ଆର୍ମି ରିକୃଟମେଣ୍ଟ କାର୍ଯ୍ୟାଳୟ ଓ ଗଜପତି ଜିଲ୍ଲା କର୍ମ ନିୟୋଜନ କାର୍ଯ୍ୟାଳୟର ମିଳିତ ସହଯୋଗରେ…