ଜିଲ୍ଲପାଳଙ୍କ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର,/ସୁମନ୍ତ କୁମାର ଦାସ:ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସଦଭାବନା ସଭାଗୃହଠାରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଏହି ଶିବିରରେ ଯୋଗଦେଇ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟାୱାରୀ ଜନସାଧାରଣଙ୍କର…