ଲଗାଣ ବର୍ଷା ଯୋଗୁଁ ପାହାଡ଼ରୁ ଖସିଲା ମାଟି ଅତଡ଼ା , ଅଳ୍ପକେ ବର୍ତ୍ତିଲା ଗାଁ ଲୋକଙ୍କ ଜୀବନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଲଗାଣ ବର୍ଷା ଯୋଗୁଁ ପାହାଡରୁ ଖସିଲା ମାଟି ଅତଡ଼ା । ଏଥିରୁ ଅଳ୍ପକେ ବର୍ତ୍ତୀ ଯାଇଛି ଗାଁ ଲୋକଙ୍କ ଜୀବନ , ଏଭଳି ଘଟଣା ଦେଖା ଦେଇଛି ଗଜପତି ଜିଲ୍ଲାର ଆଦିବାସୀ ବହୁଳ ଗୁମ୍ମା ବ୍ଲକ ଅନ୍ତର୍ଗତ ବଡ କଳାକୋଟ ପଞ୍ଚାୟତର ପାହାଡ଼ ଘେରା ଜଙ୍ଗଜଙ୍ଗଲ…