ଓଥକା-ରାମକୃଷ୍ଣପୁର ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ରାସ୍ତା କାର୍ଯ୍ୟରେ ଅନିୟମିତତା ଅଭିଯୋଗ
ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ଭିଜିଲାନସ ବିଭାଗ ଦ୍ୱାରା ତଦନ୍ତ ପାଇଁ ଜନସାଧାରଙ୍କ ଦାବି
ନିଶ୍ଚିନ୍ତକୋଇଲି/ଦେବେନ୍ଦ୍ର ଷଢଙ୍ଗି:-ସରକାର ଜନସାଧାରଣ, ଯାନବାହନ ଗମନାଗମନ ପାଇଁ ବିଭିନ୍ନ ପ୍ରକାର ଯୋଜନା କରିଥିଲେ ମଧ୍ୟ ତାହା ସଫଳ ଭାବେ ରୂପାୟନ ହୋଇପାରୁନାହିଁ । ବିଭିନ୍ନ ଜାଗାରେ ରାସ୍ତା…