ବିପ୍ଳବୀ ବୀର ଚକ୍ରଧର ବେହେରାଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ସମାରୋହ ପାଳିତ
ଭଦ୍ରକ/ସୀତାକାନ୍ତ ପାଢ଼ୀ-:ଭଦ୍ରକ ଜିଲ୍ଲାର ବରପୁତ୍ର ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ଚକ୍ରଧର ବେହେରାଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ପ୍ରଶାସନର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ,ସୂଚନା ଓ ଲୋକ ସଂପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକ ଙ୍କ…